John 9:24 — Compare Translations

7 translations compared side by side

Odia - 1840
"ତେଣୁ ଯିହୂଦୀ ନେତାମାନେ ସହେି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସମାନେେ କହିଲେ, ତୁମ୍ଭେ ସତ୍ଯ କହି ପରମେଶ୍ବରଙ୍କୁ ଗୌରବ ଦବୋ ଉଚିତ। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ଵିତୀୟ ଥର ଡାକି କହିଲେ, ଈଶ୍ଵରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଫାରୁଶୀମାନେ ସେହି ଜନ୍ମାନ୍ଧକୁ ଆଉ ଥରେ ଡାକି କହିଲେ, “ଈଶ୍ୱରଙ୍କ ସମ୍ମୁଖରେ ଶପଥ କରି କହ, ତୁ ସତ କହିବୁ। ଆମେ ଜାଣୁ, ଯେଉଁ ଲୋକ ତୋତେ ଦୃଷ୍ଟି ଶକ୍ତି ଦେଇଛି, ସେ ଜଣେ ପାପୀ।”
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଯିହୂଦୀ ନେତାମାନେ ସେହି ପୂର୍ବରୁ ଅନ୍ଧଥିବା ଲୋକକୁ ଆଉଥରେ ଭିତରକୁ ଡାକିଲେ। ସେମାନେ କହିଲେ, “ତୁମ୍ଭେ ସତ୍ୟ କହି ପରମେଶ୍ୱରଙ୍କୁ ଗୌରବ ଦେବା ଉଚିତ୍। ଆମ୍ଭେ ଜାଣୁ ଯେ, ଏହି ଲୋକ (ଯୀଶୁ) ଜଣେ ପାପୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಎಗ್ದಾ ದೊನ್ವೆಪಟಿ ತ್ಯಾ ಉಪಾಜಲ್ಲ್ಯಾಕ್ನಾ ಕುಡ್ಡೊ ಹೊತ್ತ್ಯಾ ಮಾನ್ಸಾಕ್ ಪಾರಿಜೆವಾನಿ ಬಲ್ವುಲ್ಯಾನಿ, “ಅನಿ ದೆವಾಚ್ಯಾ ನಾವಾನ್ ಮಹಿಮಾ ಘಾಲುನ್ ಅಮ್ಕಾ ಖರೆಚ್! ಸಾಂಗ್!. ತುಕಾ ಬರೆ ಕರಲ್ಲೊ ಮಾನುಸ್ ಪಾಪಿ ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್”. ಮಟ್ಲ್ಯಾನಿ.