John 9:27 — Compare Translations

7 translations compared side by side

Odia - 1840
"ସେ ଲୋକ କହିଲା, ମୁଁ ସେ କଥା ତୁମକୁ ଆଗରୁ କହିସାରିଛି। କିନ୍ତୁ ତୁମେ ମାେ କଥା ଶୁଣୁନାହଁ। ତୁମେ ପୁଣି କାହିଁକି ଶୁଣିବା ପାଇଁ ଚାହୁଁଛ? ତୁମ୍ଭେ ମଧ୍ଯ କ'ଣ ତାହାଙ୍କର ଶିଷ୍ଯ ହବୋ ପାଇଁ ଚାହୁଁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି ଉତ୍ତର ଦେଲା, “ଆଗରୁ ତ କହିସାରିଛି, କିନ୍ତୁ ତୁମ୍ଭେମାନେ ସେ କଥା ଶୁଣିବାକୁ ଇଚ୍ଛା କରି ନାହଁ। ଆଉ ଥରେ ଶୁଣିବାକୁ କାହିଁକି ଚାହୁଁଛ? ବୋଧହୁଏ, ତୁମେ ମଧ୍ୟ ତାଙ୍କ ଶିଷ୍ୟ ହେବାକୁ ଇଚ୍ଛା କରୁଛ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକ କହିଲା, “ମୁଁ ସେ କଥା ତୁମକୁ ଆଗରୁ କହିସାରିଛି। କିନ୍ତୁ ତୁମେ ମୋ’ କଥା ଶୁଣୁ ନାହଁ। ତୁମେ ପୁଣି କାହିଁକି ଶୁଣିବା ପାଇଁ ଗ୍ଭହୁଁଛ? ତୁମ୍ଭେ ମଧ୍ୟ କ’ଣ ତାହାଙ୍କର ଶିଷ୍ୟ ହେବା ପାଇଁ ଗ୍ଭହୁଁଛ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କ'ଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಾನ್ಸಾನ್ “ಮಿಯಾ ತುಮ್ಕಾ ಸಗ್ಳೆ ಸಾಂಗ್ಲಾ, ತುಮಿ ಆಯ್ಕುಕ್‍ನ್ಯಾಸಿ ಕಾಯ್? ಅನಿ ಪರ್ತುನ್ ಕಶ್ಯಾಕ್ ಅಯ್ಕುಕ್ ಪಾಜೆ ತುಮ್ಕಾ? ತುಮ್ಕಾಬಿ ತೆಚಿ ಶಿಸಾ ಹೊತಲೊ ಮನ್ ಹಾಯ್ ಕಾಯ್?” ಮನುನ್ ಜಬಾಬ್ ದಿಲ್ಯಾನ್.