John 9:30 — Compare Translations
7 translations compared side by side
Odia - 1840
"ଲୋକଟି ଉତ୍ତର ଦଲୋ, ଏହା ବଡ ଆଶ୍ଚର୍ୟ୍ଯ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣିନାହଁ। କିନ୍ତୁ ସେ ମାେ ଆଖି ଭଲ କରି ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଲୋକଟି ଉତ୍ତର ଦେଲା; “ଏ କେଡ଼େ ଆଶ୍ଚର୍ଯ୍ୟ କଥା। ସେ କେଉଁଠାରୁ ଆସିଛନ୍ତି, ତୁମ୍ଭେମାନେ ଜାଣ ନାହିଁ; ଅଥଚ ସେ ମୋତେ ଦୃଷ୍ଟି ଶକ୍ତି ଦେଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଲୋକଟି ଉତ୍ତର ଦେଲା, “ଏହା ବଡ଼ ଆଶ୍ଚର୍ଯ୍ୟ କଥା। ଯୀଶୁ କେଉଁଠାରୁ ଆସିଛନ୍ତି ତୁମ୍ଭେ ଜାଣି ନାହଁ। କିନ୍ତୁ ସେ ମୋ’ ଆଖି ଭଲ କରିଦେଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା।
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತ್ಯಾ ಮಾನ್ಸಾನ್, “ವಿಚಿತ್ರ್ ವಿಶಯ್ ಹೆ ತ್ಯಾ ಮಾನ್ಸಾನ್ ಮಾಜೆ ಡೊಳೆ ದಿಸಿ ಸರ್ಕೆ ಕರ್ಲ್ಯಾನ್, ಅನಿ ತೊ ಕೊನ್ ಮನುನ್ ತುಮ್ಕಾ ಗೊತ್ತ್ ನಾ.