John 9:31 — Compare Translations
7 translations compared side by side
Odia - 1840
"ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ବର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ବରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ବର ତା'ର କଥା ଶୁଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଈଶ୍ଵର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ଵରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାʼର କଥା ଶୁଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆମେ ସମସ୍ତେ ଜାଣୁ, ଈଶ୍ୱର ପାପୀମାନଢ଼ଙ୍କ କଥା ଶୁଣନ୍ତି ନାହିଁ। ଯେଉଁମାନେ ଈଶ୍ୱରଙ୍କୁ ଭକ୍ତି କରନ୍ତି ଓ ତାଙ୍କ ଇଚ୍ଛା ଅନୁଯାୟୀ କାମ କରନ୍ତି, ଈଶ୍ୱର କେବଳ ସେମାନଙ୍କ କଥା ଶୁଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ସମସ୍ତେ ଜାଣୁ ଯେ, ପରମେଶ୍ୱର ପାପୀଙ୍କ କଥା ଶୁଣନ୍ତି ନାହିଁ। କିନ୍ତୁ ଯେଉଁ ଲୋକ ପରମେଶ୍ୱରଙ୍କ ଉପାସନା କରେ ଓ ତାହାଙ୍କ କଥା ପାଳନ କରେ ପରମେଶ୍ୱର ତା’ର କଥା ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಪಿ ಲೊಕಾಂಚೆ ದೆವ್ ಆಯ್ಕಿನಾ, ಮನುನ್ ಅಮ್ಕಾ ಗೊತ್ತ್ ಹಾಯ್, ಜೆ ಕೊನ್ ತೆಕಾ ಮಾನ್ ದಿತಾ ತೆಂಚೆ ದೆವ್ ಆಯಿಕ್ತಾ, ಅನಿ ತೆಂಕಾ ಪಾಜೆ ಹೊಲ್ಲೆ ಕರ್ತಾ.