John 9:32 — Compare Translations
7 translations compared side by side
Odia - 1840
"ଆଜି ପର୍ୟ୍ଯନ୍ତ କହେି କବେେ ଜଣେ ଜନ୍ମ ଅନ୍ଧର ଆଖି ଖାଲିେ ପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କେବେହେଲେ ଶୁଣାଯାଇ ନ ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସୃଷ୍ଟିର ଆରମ୍ଭରୁ କେହି ଅନ୍ଧକୁ ଦୃଷ୍ଟି ଶକ୍ତି ଦେବା କଥା କେବେ ଶୁଣାଯାଇ ନ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ଆଜି ପର୍ଯ୍ୟନ୍ତ କେହି କେବେ ଜଣେ ଜନ୍ମ ଅନ୍ଧର ଆଖି ଖୋଲି ପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗ್ ರಚಲ್ಲ್ಯಾಕ್ನಾ ಅಜುನ್ ಪತರ್ ಕೊನ್ಬಿ ಎಕ್ ಕುಡ್ಡ್ಯಾಕ್ ದಿಸ್ಟ್ ದಿಲ್ಯಾನ್ ಮನುನ್ ಅಮಿ ಆಯ್ಕಲ್ಲೆ ನಾ.