John 9:34 — Compare Translations
7 translations compared side by side
Odia - 1840
"ଯିହୂଦୀମାନେ ଉତ୍ତର ଦେଲେ, ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହାଇେଛ। ତୁମ୍ଭେ କ'ଣ ଆମ୍ଭକୁ ଶିକ୍ଷା ଦବୋ ପାଇଁ ଚେଷ୍ଟା କରୁଛ? ଏହା କହି ସମାନେେ ତାକୁ ଜବରଦସ୍ତ ତଡି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାକୁ ଉତ୍ତର ଦେଲେ, ତୁଉଟା ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପାପରେ ଜନ୍ମି ପାପରେ ବଢ଼ିଛୁ। ତୁ ଫେର୍ ଆମକୁ ଶିକ୍ଷା ଦେଉଛୁ?” ଏହା କହି ସେମାନେ ତାକୁ ସମାଜ ଗୃହରୁ ବାହାର କରିଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦୀମାନେ ଉତ୍ତର ଦେଲେ, “ତୁମ୍ଭେ ତ ସମ୍ପୂର୍ଣ୍ଣ ପାପରୁ ଜନ୍ମ ହୋଇଛ। ତୁମ୍ଭେ କ’ଣ ଆମ୍ଭକୁ ଶିକ୍ଷା ଦେବା ପାଇଁ ଚେଷ୍ଟା କରୁଛ?” ଏହା କହି ସେମାନେ ତାକୁ ଜବରଦସ୍ତ ତଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାକୁ ବାହାର କରିଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೆನಿ, “ತಿಯಾ ಪಾಪಾತ್ ಉಪ್ಜುನ್, ಪಾಪಾತುಚ್ ಮೊಟೊ ಹೊಲ್ಲೊ, ಅಮ್ಕಾಚ್ ಶಿಕ್ವುಕ್ ಯೆತೆಯ್?” ಮನುನ್ ಜಬಾಬ್ ದಿಲ್ಯಾನಿ, ಅನಿ ತೆಕಾ ಸಿನಾಗೊಗಾತ್ನಾ ಭಾಯ್ರ್ ಘಾಟ್ಲ್ಯಾನಿ.