John 9:35 — Compare Translations

7 translations compared side by side

Odia - 1840
"ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡି ଦଇେଛନ୍ତି। ଯୀଶୁ ସେ ଲୋକକୁ ଖାଜେି ପାଇଲେ। ଏବଂ ସେ ତାହାକୁ ପଚାରିଲେ, ତୁମ୍ଭେ କ'ଣ ମନୁଷ୍ଯପୁତ୍ରଙ୍କୁ ବିଶ୍ବାସ କର?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାʼର ଦେଖା ପାଇ କହିଲେ, ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ଵାସ କରୁଅଛ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହି ସବୁ ଘଟଣା ଶୁଣି, ଆଉ ଥରେ ସେହି ଲୋକଟିର ଦେଖାଯାଇ ତାକୁ ପଚାରିଲେ, “ତୁମେ କ’ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଛ?”
Odia Bible ERV 2004 (ପବିତ୍ର ବାଇବଲ)
ଆତ୍ମିକ ଅନ୍ଧତା ଯୀଶୁ ଶୁଣିଲେ ଯେ, ଯିହୂଦୀନେତାମାନେ ସେ ଲୋକକୁ ଜବରଦସ୍ତ ତଡ଼ି ଦେଇଛନ୍ତି। ଯୀଶୁ ସେ ଲୋକକୁ ଖୋଜି ପାଇଲେ। ଏବଂ ସେ ତାହାକୁ ପଗ୍ଭରିଲେ, “ତୁମ୍ଭେ କ’ଣ ମନୁଷ୍ୟପୁତ୍ରଙ୍କୁ ବିଶ୍ୱାସ କର?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯେ ତାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତା'ର ଦେଖା ପାଇ କହିଲେ, ତୁମ୍ଭେ କ'ଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹಿತ್ತೆ ಕಾಯ್-ಕಾಯ್ ಹೊಲೆ ಮನ್ತಲಿ ಖಬರ್ ಜೆಜುಕ್ ಗಾವ್ಲಿ, ಮಾನಾ ತೊ ಮಾನುಸ್ ಜೆಜುಕ್ ಭೆಟ್ಲೊ, ತನ್ನಾ ಜೆಜುನ್ ತೆಕಾ,“ಮಾನ್ಸಾಚ್ಯಾಲೆಕಾ ವರ್ತಿ ತಿಯಾ ವಿಶ್ವಾಸ್ ಕರ್‍ತೆ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನ್.