John 9:39 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଚାରିତ ହବେ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସମାନେେ ଅନ୍ଧ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମନୁଷ୍ୟର ବିଚାର ପାଇଁ ମୋର ଆଗମନ। ଅନ୍ଧମାନେ ଦୃଷ୍ଟି ଶକ୍ତି ପାଇବେ, କିନ୍ତୁ ଅନେକେ ଚକ୍ଷୁ ଥାଇ ସୁଦ୍ଧା ଅନ୍ଧ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୁଁ ଜଗତକୁ ଆସିଛି, ଯେପରି ଏ ଜଗତ ବିଗ୍ଭରିତ ହେବ। ମୁଁ ଆସଛି ଯେପରି ଅନ୍ଧ ଲୋକମାନେ ଦେଖି ପାରିବେ। ଏବଂ ଯେଉଁମାନେ ଦେଖି ପାରୁଛନ୍ତି ବୋଲି ମନେ ମନେ ଭାବୁଛନ୍ତି, ସେମାନେ ଅନ୍ଧ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୀଶୁ କହିଲେ, “ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಮಿಯಾ ನ್ಯಾಯ್ ನಿರ್‍ನಯ್ ಕರುಕ್ ಮನುನ್ ಹ್ಯಾ ಜಗಾತ್ ಯೆಲಾ, ತೆಚೆಸಾಟ್ನಿ ಕುಡ್ಡ್ಯಾನಿ ಬಗುಕ್ ಪಾಜೆ ಅನಿ ಜೆ ಕೊನಾಕ್ ದಿಸ್ತಾ ತೆನಿ ಕುಡ್ಡೆ ಹೊವ್ಕ್ ಪಾಜೆ” ಮಟ್ಲ್ಯಾನ್.