John 9:4 — Compare Translations

7 translations compared side by side

Odia - 1840
"ଦିନ ଥାଉଁ ଥାଉଁ ମାରେ ପ୍ ରରଣୋକର୍ତ୍ତାଙ୍କ କାର୍ୟ୍ଯ ଆମ୍ଭେ ଅବିରତ କରିବା ଉଚିତ୍। ରାତି ଆସୁଅଛି। ରାତି ରେ କହେି କାର୍ୟ୍ଯ କରିପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦିବସର ଆଲୋକ ଥାଉଁ ଥାଉଁ, ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମକୁ କରି ଯିବାକୁ ହେବ। ରାତ୍ରି ଆସୁଛି, ଯେତେବେଳେ କେହି କାର୍ଯ୍ୟ କରିପାରିବେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି।
Odia IRV 2017 (ଓଡିଆ ବାଇବେଲ)
ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରି ପାରେ ନାହିଁ, ଏପରି ରାତ୍ରି ଆସୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದಿಸ್ ಬುಡಿ ಪತರ್ ಮಾಕಾ ಧಾಡಲ್ಲ್ಯಾನ್ ಕರುಕ್ ಸಾಂಗಲ್ಲಿ ಕಾಮಾ ಅಮಿ ಕರುಕ್ ಪಾಜೆ ರಾತ್ ಹೊವ್ಕ್ ಯೆಲಿ ರಾತ್ ಹೊಲಿ ತರ್ ಕೊನ್ಬಿ ಕಾಮ್ ಕರಿನಾತ್”.