John 9:5 — Compare Translations
7 translations compared side by side
Odia - 1840
"ମୁଁ ଜଗତ ରେ ଥିବା ପର୍ୟ୍ଯନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଜଗତରେ ଥିବାଯାଏ ମୁଁ ଜଗତର ଆଲୋକ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜଗତରେ ଥିବା ପର୍ଯ୍ୟନ୍ତ ଜଗତ ନିମନ୍ତେ ଆଲୋକ ଅଟେ ଓ ସମସ୍ତଙ୍କୁ ଆଲୋକ ଦେଉଥିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ಹ್ಯಾ ಜಗಾತ್ ಅಸಿ ಪತರ್, ಮಿಯಾ ಜಗಾಚೊ ಉಜ್ವೊಡ್” ಮನುನ್ ಜಬಾಬ್ ದಿಲ್ಯಾನ್.