John 9:8 — Compare Translations

7 translations compared side by side

Odia - 1840
"କେତକେ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସହେି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, ଦେଖ, ୟିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସହେି ନୁହେଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ପ୍ରତିବାସୀମାନେ, ପୁଣି ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ର ପଡ଼ୋଶୀମାନେ ଓ ଯେଉଁମାନେ ତାକୁ ଆଗରୁ ଭିକ୍ଷା କରିବା ଦେଖିଥିଲେ, ସେମାନେ ପଚାରିଲେ, “ଏ ଲୋକଟି କ’ଣ ରାସ୍ତାକଡ଼ରେ ବସି ଭିକ୍ଷା ମାଗୁ ନ ଥିଲା?”
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଲୋକ ଏହି ଲୋକଟିକୁ ପ୍ରଥମେ ଭିକ ମାଗିବା ଦେଖିଥିଲେ। ସେହି ଲୋକମାନେ ଓ ଲୋକଟିର ପଡ଼ୋଶୀମାନେ ତାହାଙ୍କୁ ଦେଖି କହିଲେ, “ଦେଖ, ଯିଏ ସବୁବେଳେ ବସି ଭିକ ମାଗୁଥାଏ ଏ ଲୋକଟି ସେହି ନୁହେଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ?
Odia IRV 2017 (ଓଡିଆ ବାଇବେଲ)
ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କ'ଣ ସେହି ନୁହେଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚ್ಯಾ ಅಜು ಬಾಜುಚ್ಯಾನಿ ಅನಿ ತೊ ಅದ್ದಿ ಭಿಕ್ ಮಾಗುನ್ಗೆತ್ ಬಸಲ್ಲೆ ಬಗಲ್ಲ್ಯಾ ಲೊಕಾನಿ, “ಹ್ಯೊ ಹಿತ್ತೆ ಸದ್ದಿ ಭಿಕ್ ಮಾಗುಕ್ ಬಸ್ತಲೊ ಮಾನುಸ್ ನ್ಹಯ್ ಕಾಯ್?” ಮನುನ್ ಇಚಾರ್‍ಲ್ಯಾನಿ.

Recommended Reading