Jonah 1:10 — Compare Translations

5 translations compared side by side

Odia - 1840
"ୟୂନସ ସଦାପ୍ରଭୁଙ୍କଠାରୁ ଦୂ ରଇେ ଯାଉଥିଲା ବୋଲି ସହେି ନାବିକମାନଙ୍କୁ କହିଲା। ଯେତବେେଳେ ସମାନେେ ଏକଥା ଜାଣିଲେ, ସମାନେେ ଭୟଭୀତ ହାଇେ ପଡିଲେ। ସମାନେେ ୟୂନସକୁ ପଚାରିଲେ, ତୁମ୍ଭେ କି ଭୟଙ୍କର କାର୍ୟ୍ଯ ପରମେଶ୍ବରଙ୍କ ବିରୁଦ୍ଧ ରେ କଲ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ସଦାପ୍ରଭୁଙ୍କଠାରୁ ଦୂରେଇ ଯାଉଥିଲା ବୋଲି ସେହି ନାବିକମାନଙ୍କୁ କହିଲେ। ଯେତେବେଳେ ସେମାନେ ଏ କଥା ଜାଣିଲେ, ସେମାନେ ଭୟଭୀତ ହୋଇ ପଡ଼ିଲେ। ସେମାନେ ଯୂନସକୁ ପଗ୍ଭରିଲେ, “ତୁମ୍ଭେ କି ଭୟଙ୍କର କାର୍ଯ୍ୟ ପରମେଶ୍ୱରଙ୍କ ବିରୁଦ୍ଧରେ କଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ମହାଭୀତ ହୋଇ ତାଙ୍କୁ କହିଲେ, “ତୁମ୍ଭେ ଏ କି କର୍ମ କରିଅଛ? କାରଣ ସେ ଜଣାଇଥିବାରୁ ସେମାନେ ଜାଣିଥିଲେ ଯେ, ସେ ସଦାପ୍ରଭୁଙ୍କ ଛାମୁରୁ ପଳାଉଅଛନ୍ତି।”