Jonah 1:11 — Compare Translations

5 translations compared side by side

Odia - 1840
"ପବନ ଓ ଢେଉ ସମୁଦ୍ର ରେ ଅଧିକ ଶକ୍ତିଶାଳୀ ହାଇେ ବଢିବାକୁ ଲାଗିଲା। ତେଣୁ ଲୋକମାନେ ୟୂନସକୁ କହିଲେ, ଆମ୍ଭମାନେେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ'ଣ କରିବୁ? ତୁମ୍ଭ ପ୍ରତି କ'ଣ କଲେ ସମୁଦ୍ର ଶାନ୍ତ ହବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେମାନେ ତାଙ୍କୁ କହିଲେ, ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା? କାରଣ ସମୁଦ୍ର ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପବନ ଓ ଢେଉ ସମୁଦ୍ରରେ ଅଧିକ ଶକ୍ତିଶାଳୀ ହୋଇ ବଢ଼ିବାକୁ ଲାଗିଲା। ତେଣୁ ଲୋକମାନେ ଯୂନସକୁ କହିଲେ, “ଆମ୍ଭେମାନେ ଆମ୍ଭମାନଙ୍କୁ ରକ୍ଷା କରିବାକୁ କ’ଣ କରିବୁ? ତୁମ୍ଭ ପ୍ରତି କ’ଣ କଲେ ସମୁଦ୍ର ଶାନ୍ତ ହେବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ସେମାନେ ତାଙ୍କୁ କହିଲେ, “ସମୁଦ୍ର ଯେପରି ଆମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ, ଏଥିପାଇଁ ଆମ୍ଭେମାନେ ତୁମ୍ଭ ପ୍ରତି କଅଣ କରିବା?” କାରଣ, ସମୁଦ୍ର ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।