Jonah 1:12 — Compare Translations
5 translations compared side by side
Odia - 1840
"ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜାଣେ, ମୁଁ ଭୂଲ୍ କରିଛି, ସେଥିପାଇଁ ସମୁଦ୍ର ରେ ଝଡ ଆସିଲା। ତେଣୁ ତୁମ୍ଭମାନେେ ମାେତେ ସମୁଦ୍ରକୁ ଫିଙ୍ଗି ଦିଅ, ତହିଁରେ ସମୁଦ୍ର ଶାନ୍ତ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ କହିଲେ, ମୋତେ ଧରି ସମୁଦ୍ରରେ ପକାଅ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜାଣେ, ମୁଁ ଭୁଲ୍ କରିଛି, ସେଥିପାଇଁ ସମୁଦ୍ରରେ ଝଡ଼ ଆସିଲା। ତେଣୁ ତୁମ୍ଭେମାନେ ମୋତେ ସମୁଦ୍ରକୁ ଫିଙ୍ଗିଦିଅ, ତହିଁରେ ସମୁଦ୍ର ଶାନ୍ତ ହୋଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋʼ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କୁ କହିଲେ, “ମୋତେ ଧରି ସମୁଦ୍ରରେ ପକାଇ ଦିଅ; ତହିଁରେ ସମୁଦ୍ର ତୁମ୍ଭମାନଙ୍କ ପ୍ରତି ସୁସ୍ଥିର ହେବ; କାରଣ ମୋ’ ସକାଶୁ ତୁମ୍ଭମାନଙ୍କ ନିକଟରେ ଏହି ମହାତୋଫାନ ଉପସ୍ଥିତ ହୋଇଅଛି ବୋଲି ମୁଁ ଜାଣେ।”