Jonah 1:13 — Compare Translations
5 translations compared side by side
Odia - 1840
"କିନ୍ତୁ ସହେି ନାବିକମାନେ ୟୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନଥିଲେ। ସମାନେେ ଜାହାଜକୁ କୂଳକୁ ନବୋକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନବୋକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହାଇେ ସମାନଙ୍କେ ବିରୁଦ୍ଧ ରେ ବହିବାକୁ ଲାଗିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯନିରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ତ ହୋଇ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେହି ନାବିକମାନେ ଯୂନସକୁ ସମୁଦ୍ରକୁ ଫିଙ୍ଗିବାକୁ ଇଚ୍ଛା କରି ନ ଥିଲେ। ସେମାନେ ଜାହାଜକୁ କୂଳକୁ ନେବାକୁ ବହୁ ଚେଷ୍ଟା କଲେ, କିନ୍ତୁ କୂଳକୁ ନେବାକୁ ସକ୍ଷମ ହେଲେ ନାହିଁ। ପବନ ଓ ତରଙ୍ଗ ଅଧିକ ଶକ୍ତିଶାଳୀ ହୋଇ ସେମାନଙ୍କ ବିରୁଦ୍ଧରେ ବହିବାକୁ ଲାଗିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେହି ଲୋକମାନେ କୂଳକୁ ଫେରିଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢ଼ିଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେହି ଲୋକମାନେ କୂଳକୁ ଫେରି ଯିବା ନିମନ୍ତେ ବଡ଼ ଯତ୍ନରେ ଆହୁଲା ପକାଇଲେ; ମାତ୍ର ସେମାନେ ପାରିଲେ ନାହିଁ; କାରଣ ସମୁଦ୍ର ସେମାନଙ୍କ ପ୍ରତିକୂଳରେ ବେଳକୁ ବେଳ ପ୍ରଚଣ୍ଡତର ହୋଇ ବଢିଲା।