Jonah 1:15 — Compare Translations
5 translations compared side by side
Odia - 1840
"ତେଣୁ ସହେି ନାବିକମାନେ ୟୂନସକୁ ସମୁଦ୍ର ରେ ଫିଙ୍ଗି ଦେଲେ। ଝଡ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ତତାରୁ ନିବୃତ୍ତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ନାବିକମାନେ ଯୂନସକୁ ସମୁଦ୍ରରେ ଫିଙ୍ଗି ଦେଲେ। ଝଡ଼ ବନ୍ଦ ହେଲା ଓ ସମୁଦ୍ର ଶାନ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇ ଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।