Jonah 1:16 — Compare Translations
5 translations compared side by side
Odia - 1840
"ଯେତବେେଳେ ଲୋକମାନେ ଏହା ଦେଖିଲେ ସମାନେେ ଭୟଭୀତ ହାଇେ ପଡିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସମାନେେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଲୋକମାନେ ଏହା ଦେଖିଲେ ସେମାନେ ଭୟଭୀତ ହୋଇ ପଡ଼ିଲେ ଏବଂ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ସଦାପ୍ରଭୁଙ୍କୁ ବଳି ଦେଲେ ଏବଂ ସଦାପ୍ରଭୁଙ୍କ ନିକଟରେ ମାନସିକ କରି ଶପଥ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେହି ଲୋକମାନେ ସଦାପ୍ରଭୁଙ୍କୁ ଅତିଶୟ ଭୟ କଲେ ଓ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କଲେ ଓ ନାନା ମାନତ କଲେ।