Jonah 1:17 — Compare Translations
5 translations compared side by side
Odia - 1840
"ଯେତବେେଳେ ୟୂନସ ସମୁଦ୍ର ରେ ପଡିଲା, ସେତବେେଳେ ସଦାପ୍ରଭୁ ଏକ ବିରାଟ ମାଛ ୟୂନସକୁ ଗିଲିବାକୁ ପଠାଇଲେ। ୟୂନସ ସହେି ମାଛ ଗର୍ଭ ରେ ତିନିଦିନ ଓ ତିନିରାତି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୁନସଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯୂନସ ସମୁଦ୍ରରେ ପଡ଼ିଲେ, ସେତେବେଳେ ସଦାପ୍ରଭୁ ଏକ ବିରାଟ ମାଛ ଯୂନସକୁ ଗିଲିବାକୁ ପଠାଇଲେ। ଯୂନସ ସେହି ମାଛ ଗର୍ଭରେ ତିନି ଦିନ ଓ ତିନି ରାତି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେତେବେଳେ ସେମାନେ ଯୂନସଙ୍କୁ ସମୁଦ୍ରରେ ପକାଇଦେଲେ, ତାହାଙ୍କୁ ଗିଳିବା ନିମନ୍ତେ ସଦାପ୍ରଭୁ ଏକ ବୃହତ ମତ୍ସ୍ୟ ନିରୂପଣ କଲେ; ପୁଣି, ଯୂନସ ସେହି ମତ୍ସ୍ୟ ଉଦରରେ ତିନି ଦିନ ଓ ତିନି ରାତ୍ର ରହିଲେ।