Jonah 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ନୀନିବୀ ଗୋଟିଏ ବିରାଟ ନଗରୀ। ସଠାେ ରେ ଲୋକମାନେ ବହୁତ ମନ୍ଦକାର୍ୟ୍ଯ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସହେି ନଗରୀକୁ ୟାଅ ଏବଂ ତାହା ବିରୁଦ୍ଧ ରେ ଆମ୍ଭ ବିଚାରଧାରା ଘାଷେଣା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ନୀନିବୀ ଗୋଟିଏ ବିରାଟ ନଗରୀ। ସେଠାରେ ଲୋକମାନେ ବହୁତ ମନ୍ଦକାର୍ଯ୍ୟ କରୁଛନ୍ତି ବୋଲି ଆମ୍ଭେ ଶୁଣିଲୁ। ଉଠ ଓ ସେହି ନଗରୀକୁ ଯାଅ ଏବଂ ତାହା ବିରୁଦ୍ଧରେ ଆମ୍ଭ ବିଗ୍ଭରଧାରା ଘୋଷଣା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
“ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”