Jonah 1:3 — Compare Translations

5 translations compared side by side

Odia - 1840
"ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ପରମେଶ୍ୱରଙ୍କ କଥା ମାନିବାକୁ ଗ୍ଭହିଁଲେ ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂରେଇ ଯିବାକୁ ଚେଷ୍ଟା କଲେ। ସେ ଯାଫୋକୁ ଗ୍ଭଲିଗଲେ। ସେ ଦେଖିଲେ ଗୋଟିଏ ନୌକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦେଇ ସେହି ନୌକାରେ ଯାତ୍ରା କଲେ। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂରେଇ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୂନସ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ପଳାଇ ଯିବା ନିମନ୍ତେ ଉଠିଲେ ଓ ଯାଫୋ ନଗରକୁ ଯାଇ ତର୍ଶୀଶଗାମୀ ଏକ ଜାହାଜ ପାଇଲେ; ତହୁଁ ସେ ତହିଁର ଭଡ଼ା ଦେଇ ସଦାପ୍ରଭୁଙ୍କ ଛାମୁରୁ ତର୍ଶୀଶକୁ ସେମାନଙ୍କ ସଙ୍ଗେ ଯିବା ନିମନ୍ତେ ସେହି ଜାହାଜରେ ଚଢ଼ିଲେ।