Jonah 1:4 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡି ସହେି ସମୁଦ୍ରକୁ ପ୍ ରରଣେ କଲେ। ସହେି ବାତ୍ଯା ସମୁଦ୍ରକୁ ଅଶାନ୍ତ କରି ଦଲୋ। ସହେି ଝଡ ଅତି ଶକ୍ତିଶାଳୀ ଥିଲା ଏବଂ ନେ ୗକାଟି ଭାଙ୍ଗି ଖଣ୍ତ ଖଣ୍ତ ହବୋକୁ ବସିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ତ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ପ୍ରକାଣ୍ତ ଝଡ଼ କିନ୍ତୁ ସଦାପ୍ରଭୁ ଗୋଟିଏ ପ୍ରକାଣ୍ତ ଝଡ଼ି ସେହି ସମୁଦ୍ରକୁ ପ୍ରେରଣ କଲେ। ସେହି ବାତ୍ୟା ସମୁଦ୍ରକୁ ଅଶାନ୍ତ କରି ଦେଲା। ସେହି ଝଡ଼ ଅତି ଶକ୍ତିଶାଳୀ ଥିଲା ଏବଂ ନୌକାଟି ଭାଙ୍ଗି ଖଣ୍ତ ଖଣ୍ତ ହେବାକୁ ବସିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ସମୁଦ୍ରକୁ ପ୍ରଚଣ୍ଡ ବାୟୁ ପ୍ରେରଣ କଲେ, ତହିଁରେ ସମୁଦ୍ରରେ ଏପରି ପ୍ରବଳ ତୋଫାନ ହେଲା ଯେ, ଜାହାଜ ଭାଙ୍ଗିଯିବା ପରି ହେଲା।