Jonah 1:6 — Compare Translations
5 translations compared side by side
Odia - 1840
"ୟୂନସ ଜାହଜ ରେ ଶାଇେଥିବାର ଦେଖି ଜାହାଜର କାପ୍ତାନ କହିଲେ, ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ବରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲା, ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ପରମେଶ୍ଵର ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ଜାହଜରେ ଶୋଇଥିବାର ଦେଖି ଜାହାଜର କପ୍ତାନ କହିଲେ, “ଉଠ ଜାଗ୍ରତ ହୁଅ। ଶୋଇଛ କାହିଁକି? ତୁମ୍ଭର ଈଶ୍ୱରଙ୍କୁ ପ୍ରାର୍ଥନା କର। ତୁମ୍ଭର ପ୍ରଭୁ ହୁଏତ ତୁମ୍ଭର ପ୍ରାର୍ଥନା ଶୁଣିବେ ଓ ଆମ୍ଭମାନଙ୍କୁ ରକ୍ଷା କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଜାହାଜର ଅଧ୍ୟକ୍ଷ ତାଙ୍କ ନିକଟକୁ ଆସି କହିଲେ, “ହେ ନିଦ୍ରାଳୁ, କଅଣ କରୁଅଛ? ଉଠ, ତୁମ୍ଭ ଦେବତାଙ୍କ ନିକଟରେ ପ୍ରାର୍ଥନା କର, କେଜାଣି ତୁମ୍ଭର ଦେବତା ଆମ୍ଭମାନଙ୍କ ବିଷୟରେ ମନୋଯୋଗ କରିବେ ଓ ଆମ୍ଭେମାନେ ବିନଷ୍ଟ ନୋହିବୁ।”