Jonah 1:9 — Compare Translations
5 translations compared side by side
Odia - 1840
"ୟୂନସ ସହେି ନାବିକମାନଙ୍କୁ କହିଲେ, ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ୟିଏକି ସ୍ବର୍ଗର ପରମେଶ୍ବର। ସହେି ହେଉଛନ୍ତି ପରମେଶ୍ବର ୟିଏକି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସେମାନଙ୍କୁ କହିଲେ, ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ଵର୍ଗସ୍ଥ ପରମେଶ୍ଵର ସଦାପ୍ରଭୁଙ୍କୁ ମୁଁ ଭୟ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ସେହି ନାବିକମାନଙ୍କୁ କହିଲେ, “ମୁଁ ଜଣେ ହିବ୍ରୁ ଏବଂ ସଦାପ୍ରଭୁଙ୍କୁ ଉପାସନା କରେ ଯିଏ କି ସ୍ୱର୍ଗର ପରମେଶ୍ୱର। ସେହି ହେଉଛନ୍ତି ପରମେଶ୍ୱର ଯିଏ କି ସମୁଦ୍ର ଓ ଦେଶର ସୃଷ୍ଟିକର୍ତ୍ତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସେମାନଙ୍କୁ କହିଲେ, “ମୁଁ ଜଣେ ଏବ୍ରୀୟ; ପୁଣି, ଯେ ସମୁଦ୍ର ଓ ଶୁଷ୍କ ଭୂମିର ସୃଷ୍ଟି କରିଅଛନ୍ତି, ସେହି ସ୍ୱର୍ଗସ୍ଥ ପରମେଶ୍ୱର ସଦାପ୍ରଭୁଙ୍କୁ ମୁଁ ଭୟ କରେ।”