Jonah 2:3 — Compare Translations

5 translations compared side by side

Odia - 1840
"ତୁମ୍ଭେ ମାେତେ ସମୁଦ୍ର ରେ ଫିଙ୍ଗି ଦଇେ ଏବଂ ମାେ ଉପ ରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଚାଲିଗଲି ଏବଂ ମାରେ ଚତୁର୍ଦ୍ଦିଗ ରେ କବଳେ ପାଣି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ମୋତେ ସମୁଦ୍ରରେ ଫିଙ୍ଗି ଦେଲ ଏବଂ ମୋ’ ଉପରେ ଶକ୍ତିଶାଳୀ ଢେଉ ଭାଙ୍ଗିଲା। ମୁଁ ସମୁଦ୍ରର ନିମ୍ନତମ ସ୍ଥାନକୁ ଗ୍ଭଲିଗଲି ଏବଂ ମୋର ଚତୁର୍ଦ୍ଦିଗରେ କେବଳ ପାଣି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପର ଦେଇ ଗଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ସମୁଦ୍ର ଗର୍ଭର ଗଭୀର ଜଳରେ ମୋତେ ନିକ୍ଷେପ କଲ, ତହିଁରେ ସ୍ରୋତ ମୋତେ ଚାରିଆଡ଼େ ଘେରିଲା; ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପର ଦେଇ ଗଲା।