Jonah 2:5 — Compare Translations

5 translations compared side by side

Odia - 1840
"ସମୁଦ୍ର ଜଳ ମାେ ଉପର ଦଇେ ପ୍ରବାହିତ ହେଲା। ସମୁଦ୍ର ପାଣି ମାରେ ପାଟି ଉପର ଦଇେ ପ୍ରବାହିତ ହେଲା ଯାହା ଫଳ ରେ ମୁଁ ନିଃଶ୍ବାସ ନଇେ ପାରୁନଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମାେତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମାରେ ମୁଣ୍ତ ଗ୍ଭରିପଟେ ଆବୃତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ସମୁଦ୍ର ଜଳ ମୋ’ ଉପର ଦେଇ ପ୍ରବାହିତ ହେଲା। ସମୁଦ୍ର ପାଣି ମୋର ପାଟି ଉପର ଦେଇ ପ୍ରବାହିତ ହେଲା ଯାହା ଫଳରେ ମୁଁ ନିଃଶ୍ୱାସ ନେଇ ପାରୁ ନ ଥିଲି। ମୁଁ ସମୁଦ୍ରର ଗଭୀରତମ ସ୍ଥାନକୁ ଗଲି, ସମୁଦ୍ର ପାଣି ମୋତେ ଆବୃତ କଲା। ସମୁଦ୍ର ତଳେ ଥିବା ଉଦ୍ଭିଦ ମୋର ମୁଣ୍ତ ଗ୍ଭରିପଟେ ଆବୃତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋʼ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଜଳରାଶି ପ୍ରାଣ ପର୍ଯ୍ୟନ୍ତ ହିଁ ମୋତେ ଘେରିଲା; ଗଭୀର ସାଗର ମୋତେ ଚାରିଆଡ଼େ ଘେରିଲା; ସମୁଦ୍ରର ଦଳ ମୋ’ ମସ୍ତକର ଚାରିଆଡ଼େ ଜଡ଼ିତ ହେଲା।