Jonah 2:7 — Compare Translations

5 translations compared side by side

Odia - 1840
"ମୁଁ ଜୀବନର ସବୁ ଆଶା ଛାଡିଥିଲି କିନ୍ତୁ ତା'ପ ରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିର ରେ ମାରେ ପ୍ରାର୍ଥନା ଶୁଣିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ମୁଁ ଜୀବନର ସବୁ ଆଶା ଛାଡ଼ିଥିଲି କିନ୍ତୁ ତା’ପରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିରରୁ ମୋର ପ୍ରାର୍ଥନା ଶୁଣିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ ମଧ୍ୟରେ ମୋʼ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋʼ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ମୋ’ ମଧ୍ୟରେ ମୋ’ ପ୍ରାଣ ମୂର୍ଚ୍ଛିତ ହେବା ବେଳେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି; ପୁଣି, ମୋ’ ପ୍ରାର୍ଥନା ତୁମ୍ଭ ନିକଟରେ, ତୁମ୍ଭ ପବିତ୍ର ମନ୍ଦିରରେ ଉପସ୍ଥିତ ହେଲା।