Jonah 2:8 — Compare Translations
5 translations compared side by side
Odia - 1840
" କେତକେ ଲୋକ ମୂଲ୍ଯହୀନ ପିତୁଳା ପୂଜା କରନ୍ତି କିନ୍ତୁ ସହେି ପିତୁଳା ସମାନଙ୍କେୁ କବେେ ସାହାୟ୍ଯ କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି।