Jonah 3:1 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ୟୂନସଙ୍କୁ ପୁନର୍ବାର କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦ୍ଵିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ ଓ ଯୂନସ ପାଳନ କଲେ ତା’ପରେ ସଦାପ୍ରଭୁ ଯୂନସଙ୍କୁ ପୁନର୍ବାର କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା;