Jonah 3:2 — Compare Translations
5 translations compared side by side
Odia - 1840
"ପ୍ରଭୁ କହିଲେ, ବୃହତ୍ ନଗର ନୀନିବୀକୁ ୟାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧିଅରେ ପ୍ରଗ୍ଭର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁ କହିଲେ, “ବୃହତ୍ ନଗର ନୀନିବୀକୁ ଯାଅ ଏବଂ ଆମ୍ଭେ ଯାହା କହିଛୁ ତାକୁ ଲୋକମାନଙ୍କ ମଧ୍ୟରେ ପ୍ରଗ୍ଭର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”
Odia IRV 2017 (ଓଡିଆ ବାଇବେଲ)
“ଉଠ, ନୀନିବୀ ମହାନଗରକୁ ଯାଅ, ପୁଣି ଯାହା ଘୋଷଣା କରିବା ପାଇଁ ଆମ୍ଭେ ତୁମ୍ଭକୁ ଆଜ୍ଞା କରୁ, ତାହା ସେହି ନଗର ଉଦ୍ଦେଶ୍ୟରେ ପ୍ରଚାର କର।”