Jonah 3:4 — Compare Translations
5 translations compared side by side
Odia - 1840
"ୟୂନସ ନଗରର କନ୍େଦ୍ରସ୍ଥଳୀକୁ ୟାଇ ତା'ର ପ୍ରଗ୍ଭର ଲୋକମାନଙ୍କ ମଧିଅରେ ଆରମ୍ଭ କଲା। ୟୂନସ କହିଲା, ଗ୍ଭଳିଶ ଦିନ ନୀନିବୀ ଧ୍ବଂସ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯୁନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ଵରରେ ଘୋଷଣା କରି କହିଲେ, ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ଉତ୍ପାଟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯୂନସ ନଗରର କେନ୍ଦ୍ରସ୍ଥଳୀକୁ ଯାଇ ତା’ର ପ୍ରଗ୍ଭର ଲୋକମାନଙ୍କ ମଧ୍ୟରେ ଆରମ୍ଭ କଲେ। ଯୂନସ କହିଲେ, “ଗ୍ଭଳିଶ୍ ଦିନ ପରେ ନୀନିବୀ ଧ୍ୱଂସ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”