Jonah 3:5 — Compare Translations

5 translations compared side by side

Odia - 1840
"ନୀନିବୀର ଲୋକମାନେ ପରମେଶ୍ବରଙ୍କର ଏହି ବାର୍ତ୍ତାକୁ ବିଶ୍ବାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସମାନେେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ ସମସ୍ତ ଲୋକେ ଏହି କାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନୀନିବୀର ଲୋକମାନେ ପରମେଶ୍ଵରଙ୍କ-ଠାରେ ବିଶ୍ଵାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀର ଲୋକମାନେ ପରମେଶ୍ୱରଙ୍କର ଏହି ବାର୍ତ୍ତାକୁ ବିଶ୍ୱାସ କଲେ। କିଛିଦିନ ଉପବାସ କରିବାକୁ ସ୍ଥିର କଲେ। ସେମାନେ ଚଟ ବସ୍ତ୍ର ପରିଧାନ କଲେ ଏବଂ ଅନୁତାପ କଲେ। ସାନ ବଡ଼ ସମସ୍ତ ଲୋକେ ଏହି କାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନୀନିବୀର ଲୋକମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ଓ ଉପବାସ ଘୋଷଣା କରି ବଡ଼ଠାରୁ ସାନ ପର୍ଯ୍ୟନ୍ତ ସମସ୍ତେ ଚଟବସ୍ତ୍ର ପିନ୍ଧିଲେ।