Jonah 3:6 — Compare Translations
5 translations compared side by side
Odia - 1840
"ନୀନିବୀର ରାଜା ଏ ବିଷଯ ରେ ଶୁଣିଲେ ଏବଂ ସେ ମଧ୍ଯ ମନ୍ଦ କାର୍ୟ୍ଯ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ୟାଇ ରାଜକୀଯ ପୋଷାକ ପରିତ୍ଯାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପ ରେ ବସି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ଭସ୍ମରେ ବସିଲା ।
Odia Bible ERV 2004 (ପବିତ୍ର ବାଇବଲ)
ନୀନିବୀର ରାଜା ଏ ବିଷୟରେ ଶୁଣିଲେ ଏବଂ ସେ ମଧ୍ୟ ମନ୍ଦକାର୍ଯ୍ୟ କରିଥିବା ଯୋଗୁଁ ଅନୁତାପ କଲେ। ରାଜା ସିଂହାସନ ଛାଡ଼ି ଦେଲେ। ସେ ତାଙ୍କର ଦୁଃଖ ପ୍ରକାଶ କରିବାକୁ ଯାଇ ରାଜକୀୟ ପୋଷାକ ପରିତ୍ୟାଗ କଲେ ଏବଂ ସାଧାରଣ ପୋଷାକ ପରିଧାନ କଲେ। ଅନୁତପ୍ତ ରାଜା ଧୂଳି ଉପରେ ବସି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଏହି ସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।