Jonah 3:8 — Compare Translations

5 translations compared side by side

Odia - 1840
"କିନ୍ତୁ ସମସ୍ତ ମନୁଷ୍ଯ ଓ ପ୍ରାଣୀ ମାଟେ ବସ୍ତ୍ର ପରିଧାନ କରିବେ ଏବଂ ସମାନେେ ଦୁଃଖ ପ୍ରକାଶ କରିବେ। ସମାନେେ ଉଚ୍ଚ ସ୍ବର ରେ ପରମେଶ୍ବରଙ୍କୁ ପ୍ରାର୍ଥନା କରିବେ। ପ୍ରେତ୍ୟକକ ବ୍ଯକ୍ତି ସମାନଙ୍କେର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ୟ୍ଯ କରିବା ବନ୍ଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ଵରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସମସ୍ତ ମନୁଷ୍ୟ ଓ ପ୍ରାଣୀ ମୋଟା ବସ୍ତ୍ର ପରିଧାନ କରିବେ ଏବଂ ସେମାନେ ଦୁଃଖ ପ୍ରକାଶ କରିବେ। ସେମାନେ ଉଚ୍ଚ ସ୍ୱରରେ ପରମେଶ୍ୱରଙ୍କୁ ପ୍ରାର୍ଥନା କରିବେ। ପ୍ରତ୍ୟେକ ବ୍ୟକ୍ତି ସେମାନଙ୍କର ଜୀବନଧାରା ବଦଳାଇବେ ଓ ମନ୍ଦକାର୍ଯ୍ୟ କରିବା ବନ୍ଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମନୁଷ୍ୟ ଓ ପଶୁ ଚଟ ପରିଧାନ କରି ଯଥାଶକ୍ତି ପରମେଶ୍ୱରଙ୍କୁ ଡାକନ୍ତୁ; ଆହୁରି, ପ୍ରତ୍ୟେକ ଲୋକ ଆପଣା ଆପଣା କୁପଥରୁ ଓ ସେମାନଙ୍କ ହସ୍ତସ୍ଥିତ ଦୌରାତ୍ମ୍ୟରୁ ବିମୁଖ ହେଉନ୍ତୁ।