Jonah 3:9 — Compare Translations
5 translations compared side by side
Odia - 1840
"ତାହା ହେଲେ ପରମେଶ୍ବର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ୟ୍ଯ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କୋରଧ ହବେ ନାହିଁ। ତା'ପ ରେ ସେ ହୁଏତ ଦଣ୍ତ ଦବେେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେଜାଣି ପରମେଶ୍ଵର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ନୋହିବା ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ପରମେଶ୍ୱର ହୁଏତ ତାଙ୍କର ମନ ପରିବର୍ତ୍ତନ କରିବେ ଓ ଯୋଜନା କରିଥିବା କାର୍ଯ୍ୟ କରିବେ ନାହିଁ। ସେ ହୁଏତ ବଦଳି ଯିବେ ଓ କ୍ରୋଧ ହେବେ ନାହିଁ। ତା’ପରେ ସେ ହୁଏତ ଦଣ୍ତ ଦେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”
Odia IRV 2017 (ଓଡିଆ ବାଇବେଲ)
କେଜାଣି ପରମେଶ୍ୱର ଫେରି ଦୁଃଖିତ ହୋଇ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେବେ, ତହିଁରେ ଆମ୍ଭେମାନେ ବିନଷ୍ଟ ହେବା ନାହିଁ।”