Jonah 4:1 — Compare Translations
5 translations compared side by side
Odia - 1840
"ପରମେଶ୍ବର ସେ ନଗରକୁ ରକ୍ଷା କରିବାରୁ ୟୂନସ ଖୁସି ହେଲେ ନାହିଁ। ସେ ଏଥି ରେ କୋରଧାନ୍ବିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଦୟା ଯୂନସକୁ କ୍ରୋଧାନ୍ୱିତ କଲା ପରମେଶ୍ୱର ସେ ନଗରକୁ ରକ୍ଷା କରିବାରୁ ଯୂନସ ଖୁସୀ ହେଲେ ନାହିଁ। ସେ ଏଥିରେ କ୍ରୋଧାନ୍ୱିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯୂନସ ଏଥିରେ ମହା ଅସନ୍ତୁଷ୍ଟ ଓ କ୍ରୁଦ୍ଧ ହେଲେ।