Jonah 4:10 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ତୁମ୍ଭେ ସେ ଗଛ ପାଇଁ କିଛି କରି ନଥିଲ। ସେ ଗଛ ବଢିବା ପାଇଁ ତୁମ୍ଭେ କିଛି କରି ନଥିଲା। ଏହା ରାତ୍ରି ରେ ବଢିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସଦାପ୍ରଭୁ କହିଲେ, ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ତୁମ୍ଭେ ସେ ଗଛ ପାଇଁ କିଛି କରି ନ ଥିଲ। ସେ ଗଛ ବଢ଼ିବା ପାଇଁ ତୁମ୍ଭେ କିଛି କରି ନ ଥିଲା। ଏହା ରାତ୍ରିରେ ବଢ଼ିଲା ଓ ପରଦିନ ମଲା। କିନ୍ତୁ ତୁମ୍ଭେ ସେ ଗଛ ପାଇଁ ଦୁଃଖିତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ କହିଲେ, “ଏହି କଖାରୁ ଲତା ପ୍ରତି ତୁମ୍ଭର ଦୟା ହୋଇଅଛି, ତହିଁ ପାଇଁ ତୁମ୍ଭେ ପରିଶ୍ରମ କରି ନାହଁ, କିଅବା ତାହା ବଢ଼ାଇ ନାହଁ; ତାହା ଏକ ରାତ୍ରିରେ ଉତ୍ପନ୍ନ ହେଲା ଓ ଏକ ରାତ୍ରିରେ ବିନଷ୍ଟ ହେଲା।