Jonah 4:11 — Compare Translations

5 translations compared side by side

Odia - 1840
"ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯଦି ସାମାନ୍ୟ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହେବି ନାହିଁ କି? ସେହି ନଗରୀରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସେହି ନଗରରେ 120,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୁଲ୍ କରୁଛନ୍ତି ବୋଲି ଜାଣି ନ ଥିଲେ।” କ’ଣ ଆମ୍ଭେ ତାଙ୍କ ପ୍ରତି ଦୟା ନ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”
Odia IRV 2017 (ଓଡିଆ ବାଇବେଲ)
ତେବେ ଯହିଁ ମଧ୍ୟରେ ଦକ୍ଷିଣ ଓ ବାମ ହସ୍ତର ପ୍ରଭେଦ ନ ଜାଣିବାର ଏକ ଲକ୍ଷ କୋଡ଼ିଏ ହଜାରରୁ ଅଧିକ ଲୋକ ଓ ଅନେକ ପଶୁ ଅଛନ୍ତି, ସେହି ନୀନିବୀ ମହାନଗର ପ୍ରତି ଆମ୍ଭେ କି ଦୟା ନ କରିବା?”