Jonah 4:5 — Compare Translations

5 translations compared side by side

Odia - 1840
"ତଥାପି ୟୂନସ ଏ ବିଷଯ ରେ କୋର୍ଧାନ୍ବିତ ଥିଲା। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲା। ନଗର ନିକଟରେ ଥିବା ପୂର୍ବ ଦିଗ ରେ ଏକ ସ୍ଥାନକୁ ସେ ଗଲା। ସେ ସଠାେ ରେ ଏକ କୁଟୀର ନିର୍ମାଣ କରି ତାରି ଛାଯା ରେ ବସି ରହିଲା। ନଗର ରେ କ'ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ଯୂନସ ଏ ବିଷୟରେ କ୍ରୋଧାନ୍ୱିତ ଥିଲେ। ତେଣୁ ସେ ନଗର ବାହାରକୁ ଗ୍ଭଲିଗଲେ। ନଗର ନିକଟରେ ଥିବା ପୂର୍ବ ଦିଗରେ ଏକ ସ୍ଥାନକୁ ସେ ଗଲେ। ସେ ସେଠାରେ ଏକ କୁଟୀର ନିର୍ମାଣ କରି ତାରି ଛାୟାରେ ବସି ରହିଲେ। ନଗରରେ କ’ଣ ଘଟିବ ଦେଖିବାକୁ ଅପେକ୍ଷା କରି ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯୂନସ ନଗର ବାହାରକୁ ଯାଇ ନଗରର ପୂର୍ବ ଦିଗରେ ବସିଲେ, ପୁଣି ସେଠାରେ ଗୋଟିଏ କୁଟୀର ନିର୍ମାଣ କରି ନଗରର କି ଦଶା ହୁଅଇ, ଏହା ଦେଖିବା ପାଇଁ ତହିଁର ଛାୟା ତଳେ ବସିଲେ।