Jonah 4:6 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ୟୂନସ ଉପ ରେ ଶୀଘ୍ର ମାଡିୟାଇ ତା'ର ବସିବା ସ୍ଥାନ ରେ ଛାଯା ଓ ଶୀତଳତା ପ୍ରଦାନ କଲା। ତାହା ୟୂନସକୁ ଆରାମ ଦବୋ ରେ ଏତେ ସାହାୟ୍ଯ କଲା ଯେ ୟୂନସ ଗଛ ପାଇଁ ଭାରି ଖୁସି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ପରମେଶ୍ଵର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ । ଏଥିରେ ଯୁନସ ସେହି କଖାରୁଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲାଉ ଗଛ ଓ କୀଟ ସଦାପ୍ରଭୁ ଗୋଟିଏ ଲାଉଗଛ ସୃଷ୍ଟି କଲେ ଯାହା ଯୂନସ ଉପରେ ଶୀଘ୍ର ମାଡ଼ିଯାଇ ତା’ର ବସିବା ସ୍ଥାନରେ ଛାୟା ଓ ଶୀତଳତା ପ୍ରଦାନ କଲା। ତାହା ଯୂନସକୁ ଆରାମ ଦେବାରେ ଏତେ ସାହାଯ୍ୟ କଲା ଯେ, ଯୂନସ ଗଛ ପାଇଁ ଭାରି ଖୁସୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଲାଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ପରମେଶ୍ୱର ଗୋଟିଏ କଖାରୁ ଲତା ନିରୂପଣ କଲେ, ପୁଣି ଯୂନସଙ୍କୁ ତାଙ୍କ ଦୁର୍ଗତିରୁ ଉଦ୍ଧାର କରିବା ନିମନ୍ତେ ତାହା ଯେପରି ତାଙ୍କ ମସ୍ତକ ଉପରେ ଛାୟା କରିବ, ଏଥିପାଇଁ ସେ ଲତାକୁ ବଢ଼ାଇ ତାଙ୍କ ଉପରେ ଆଣିଲେ। ଏଥିରେ ଯୂନସ ସେହି କଖାରୁ ଲତା ସକାଶୁ ବଡ଼ ଆହ୍ଳାଦିତ ହେଲେ।