Jonah 4:7 — Compare Translations
5 translations compared side by side
Odia - 1840
"ପରଦିନ ପ୍ରଭାତ ରେ ପରମେଶ୍ବର ସହେି ଗଛକୁ ଖାଇଦବୋକୁ ଗୋଟିଏ କୀଟ ପଠାଇଲେ। ସହେି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତହିଁ ଆର ଦିନ ଅରୁଣୋଦୟ ସମୟରେ ପରମେଶ୍ଵର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରଦିନ ପ୍ରଭାତରେ ପରମେଶ୍ୱର ସେହି ଗଛକୁ ଖାଇଦେବାକୁ ଗୋଟିଏ କୀଟ ପଠାଇଲେ। ସେହି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତହିଁ ଆରଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତହିଁ ଆର ଦିନ ସୂର୍ଯ୍ୟୋଦୟ ସମୟରେ ପରମେଶ୍ୱର ଏକ କୀଟ ନିରୂପଣ କଲେ, ସେହି କୀଟ କଖାରୁ ଲତାକୁ କାଟି ଦିଅନ୍ତେ, ତାହା ଶୁଷ୍କ ହୋଇଗଲା।