Jonah 4:9 — Compare Translations

5 translations compared side by side

Odia - 1840
"କିନ୍ତୁ ପରମେଶ୍ବର ୟୂନସକୁ କହିଲେ, ତୁମ୍ଭେ କ'ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପରମେଶ୍ଵର ଯୂନସଙ୍କୁ କହିଲେ, ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ? ତହିଁରେ ସେ କହିଲେ, ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱର ଯୂନସକୁ କହିଲେ, “ତୁମ୍ଭେ କ’ଣ ଭାବୁଛ, ଏହି ଗଛ ସକାଶୁ ତୁମ୍ଭେ ରାଗିବା ଠିକ୍ କରିଛ?” ଯୂନସ ଉତ୍ତର ଦେଲେ, “ହଁ ପ୍ରଭୁ, ମୁଁ ରାଗି ଠିକ୍ କରିଛି। ମୁଁ ମରିବାକୁ ଅଧିକ ରାଗୁଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପରମେଶ୍ୱର ଯୂନସଙ୍କୁ କହିଲେ, “ତୁମ୍ଭେ କଖାରୁ ଲତା ସକାଶୁ କ୍ରୋଧ କରି କି ଭଲ କରୁଅଛ?” ତହିଁରେ ସେ କହିଲେ, “ମରଣ ପର୍ଯ୍ୟନ୍ତ ହିଁ କ୍ରୋଧ କରିବାର ମୋର ଭଲ।”