Joshua 1:11 — Compare Translations

5 translations compared side by side

Odia - 1840
"ଛାଉଣୀ ମଧ୍ଯ ଦଇେ ୟାଅ ଓ ଲୋକମାନଙ୍କୁ କକ୍ସ୍ଟହ, ତୁମ୍ଭମାନେେ ଆପଣାମାନଙ୍କ ପାଇଁ 'ୟଥେଷ୍ଟ ସାମଗ୍ରୀ ପ୍ରସ୍ତକ୍ସ୍ଟତ କର। ତିନିଦିନ ମଧିଅରେ ଆମ୍ଭକକ୍ସ୍ଟ ୟର୍ଦ୍ଦନ ନଦୀ ପାର ହାଇେ ୟିବାକକ୍ସ୍ଟ ହବେ। ଆମ୍ଭମାନେେ ୟିବକ୍ସ୍ଟ ଏବଂ ସହେି ଦେଶ ଅଧିକାର କରିବକ୍ସ୍ଟ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦଇେଛନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ-ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯଥେଷ୍ଟ ସାମଗ୍ରୀ ପ୍ରସ୍ତୁତ କର। ତିନି ଦିନ ମଧ୍ୟରେ ଆମ୍ଭକୁ ଯର୍ଦ୍ଦନ ନଦୀ ପାର ହୋଇଯିବାକୁ ହେବ। ଆମ୍ଭେମାନେ ଯିବୁ ଏବଂ ସେହି ଦେଶ ଅଧିକାର କରିବୁ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଦେଇଛନ୍ତି।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଛାଉଣି ମଧ୍ୟଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ‘ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଛାଉଣି ମଧ୍ୟ ଦେଇ ଯାଅ ଓ ଲୋକମାନଙ୍କୁ ଆଜ୍ଞା ଦେଇ କୁହ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ପାଥେୟ ସାମଗ୍ରୀ ପ୍ରସ୍ତୁତ କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଦେଶ ଅଧିକାର କରିବାକୁ ଦେବେ, ତହିଁରେ ପ୍ରବେଶ କରି ତାହା ଅଧିକାର କରିବା ନିମନ୍ତେ ତିନି ଦିନ ମଧ୍ୟରେ ତୁମ୍ଭମାନଙ୍କୁ ଏହି ଯର୍ଦ୍ଦନ ପାର ହୋଇ ଯିବାକୁ ହେବ।