Joshua 1:12 — Compare Translations
5 translations compared side by side
Odia - 1840
"ତା'ପରେ ଯିହାଶୂେୟ ରୂବନେୀଯ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଓ ଗାଦୀଯ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କକ୍ସ୍ଟ ଯିହାଶୂେୟ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟ-ମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟ ରୁବେନୀୟ ଗୋଷ୍ଠୀବର୍ଗଙ୍କୁ ଓ ଗାଦୀୟ ଏବଂ ମିନଃଶିର ଅର୍ଦ୍ଧ ଗୋଷ୍ଠୀବର୍ଗଙ୍କୁ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଆଉ ଯିହୋଶୂୟ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଓ ମନଃଶିର ଅର୍ଦ୍ଧ ବଂଶକୁ କହିଲେ,