Joshua 1:13 — Compare Translations

5 translations compared side by side

Odia - 1840
"ମନରେଖ, ସଦାପ୍ରଭୁଙ୍କର ସବେକ ମାଶାେ ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦଇେଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦବେେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
“ମନେରଖ, ସଦାପ୍ରଭୁଙ୍କର ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦେବେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ବିଶ୍ରାମ ପ୍ରଦାନ କରି ଏହି ଦେଶ ଦେବେ, ଏହା କହି ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ କଥା ଆଜ୍ଞା ଦେଇଥିଲେ, ତାହା ସ୍ମରଣ କର।