Joshua 1:15 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦଇେଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବ, ସମାନେେ ସ୍ଥାନ ଅଧିକାର କରିବା ପର୍ୟ୍ଯନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଦଇେଛନ୍ତି। ତା'ପରେ ତୁମ୍ଭେ ୟର୍ଦ୍ଦନର ପୂର୍ବ ରେ ଅବସ୍ଥିତ ତୁମ୍ଭର ସ୍ବଦେଶକକ୍ସ୍ଟ ଫରେି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମାଶାେ ତୁମ୍ଭକୁ ଦଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବାଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା’ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବା ଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରିଆସି ତାହା ଅଧିକାର କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।