Joshua 1:16 — Compare Translations

5 translations compared side by side

Odia - 1840
"ତା'ପରେ ଯିହାଶୂେୟଙ୍କକ୍ସ୍ଟ ଉତ୍ତର ଦଇେ ଲୋକମାନେ କହିଲେ, ତୁମ୍ଭେ ଆମ୍ଭକକ୍ସ୍ଟ ଯେଉଁ ଆଦେଶ ଦଇେଅଛ, ଆମ୍ଭେ ତାହା ପାଳନ କରିବକ୍ସ୍ଟ। ଆପଣା ଯେଉଁଠାକକ୍ସ୍ଟ କହିବେ, ଆମ୍ଭେ ୟିବକ୍ସ୍ଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିଅଛ, ତାହାସବୁ ଆମ୍ଭେମାନେ କରିବୁ ଓ ତୁମ୍ଭେ ଆମ୍ଭମାନଙ୍କୁ ଯେକୌଣସି ସ୍ଥାନକୁ ପଠାଇବ; ଆମ୍ଭେମାନେ ସେସ୍ଥାନକୁ ଯିବୁ।