Joshua 1:17 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ତକ୍ସ୍ଟମ୍ଭଙ୍କକ୍ସ୍ଟ ମାନିବକ୍ସ୍ଟ, ଯେପରି ଆମ୍ଭେ ମାଶାଙ୍କେକ୍ସ୍ଟ ମାନିଥିଲକ୍ସ୍ଟ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କ ସହିତ ରକ୍ସ୍ଟହନ୍ତକ୍ସ୍ଟ ଯେପରି ମାଶାଙ୍କେ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣିଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ । ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ତୁମ୍ଭଙ୍କୁ ମାନିବୁ, ଯେପରି ଆମ୍ଭେ ମୋଶାଙ୍କୁ ମାନିଥିଲୁ। କିନ୍ତୁ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ସହିତ ରୁହନ୍ତୁ ଯେପରି ମୋଶାଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ସବୁ ବିଷୟରେ ଯେପରି ମୋଶାଙ୍କର କଥା ଶୁଣୁଥିଲୁ, ସେପରି ଆମ୍ଭେମାନେ ତୁମ୍ଭ କଥା ଶୁଣିବୁ। ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେପରି ମୋଶାଙ୍କ ସଙ୍ଗରେ ଥିଲେ, ସେପରି ସେ ତୁମ୍ଭ ସଙ୍ଗରେ ହେଉନ୍ତୁ।