Joshua 1:2 — Compare Translations
5 translations compared side by side
Odia - 1840
" ମାରେ ସବେକ ମାଶାରେ ମୃତକ୍ସ୍ଟ୍ଯ ହାଇେଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନଇେ ୟର୍ଦ୍ଦନ ନଦୀ ପାର ହାଇେ ୟାଅ। ମୁ ଯେଉଁ ଦେଶସବୁ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ କହିଅଛି, ତୁମ୍ଭେ ସହେି ଦେଶକକ୍ସ୍ଟ ୟାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
“ମୋର ସେବକ ମୋଶାର ମୃତ୍ୟୁ ହୋଇଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନେଇ ଯର୍ଦ୍ଦନ ନଦୀ ପାର ହୋଇ ଯାଅ। ମୁଁ ଯେଉଁ ଦେଶସବୁ ଇସ୍ରାଏଲ ଲୋକମାନଙ୍କୁ ଦେବାକୁ କହିଅଛି, ତୁମ୍ଭେ ସେହି ଦେଶକୁ ଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭର ସେବକ ମୋଶା ମରିଅଛି, ଏନିମନ୍ତେ ତୁମ୍ଭେ ଏବେ ଉଠ, ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛୁ, ସେଠାକୁ ତୁମ୍ଭେ ଓ ଏହି ଲୋକ ସମସ୍ତେ ଯର୍ଦ୍ଦନ ପାର ହୋଇଯାଅ।