Joshua 1:4 — Compare Translations
5 translations compared side by side
Odia - 1840
"ହିତ୍ତୀଯମାନଙ୍କ ସମସ୍ତ ଦେଶ, ସହିତ ଭୂମଧ୍ଯ ସାଗର ପର୍ୟ୍ଯନ୍ତ ଓ ପଶ୍ଚିମ ରେ ମହାନ ଫରାତ୍ ନଦୀ ପାଖର ମରକ୍ସ୍ଟଭୂମି ଓ ଲିବା ନୋନ୍ର ସମସ୍ତ ଭୂମି ତୁମ୍ଭର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରାନ୍ତର ଓ ଏହି ଲିବାନୋନ୍ଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ହିତ୍ତୀୟମାନଙ୍କ ସମସ୍ତ ଦେଶ ସହିତ ଭୂମଧ୍ୟସାଗର ପର୍ଯ୍ୟନ୍ତ ଓ ପଶ୍ଚିମରେ ମହାନ ଫରାତ୍ ନଦୀ ପାଖର ମରୁଭୂମି ଓ ଲିବାନୋନ୍ର ସମସ୍ତ ଭୂମି ତୁମ୍ଭର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।
Odia IRV 2017 (ଓଡିଆ ବାଇବେଲ)
ପ୍ରାନ୍ତର ଓ ଏହି ଲିବାନୋନଠାରୁ ମହାନଦୀ, ଅର୍ଥାତ୍, ଫରାତ୍ ନଦୀ ପର୍ଯ୍ୟନ୍ତ ହିତ୍ତୀୟମାନଙ୍କ ସମସ୍ତ ଦେଶ, ପୁଣି ସୂର୍ଯ୍ୟାସ୍ତ ଦିଗରେ ମହାସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।