Joshua 1:5 — Compare Translations

5 translations compared side by side

Odia - 1840
"ମୁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମାଶାେ ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ୟ୍ଯନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କହେି ସମର୍ଥ ହାଇେ ପାରିବେ ନାହିଁ। ମୁ ତୁମ୍ଭକୁ ଛାଡିବି ନାହିଁ। ମୁ ତୁମ୍ଭକୁ ପରିତ୍ଯାଗ କରିବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭମାନଙ୍କ ସହିତ ରହିବି ଯେପରି ମୋଶା ସହିତ ଥିଲି। ତୁମ୍ଭେ ବଞ୍ଚିଥିବା ପର୍ଯ୍ୟନ୍ତ ତୁମ୍ଭକୁ ପ୍ରତିବାଦ କରିବାକୁ କେହି ସମର୍ଥ ହୋଇ ପାରିବେ ନାହିଁ। ମୁଁ ତୁମ୍ଭକୁ ଛାଡ଼ିବି ନାହିଁ। ମୁଁ ତୁମ୍ଭକୁ ପରିତ୍ୟାଗ କରିବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।
Odia IRV 2017 (ଓଡିଆ ବାଇବେଲ)